ବସ୍ତି ଭିତରକୁ ମାଡ଼ିଗଲା ଟ୍ରେନ, ମାଲ୍‌ବାହୀ ଟ୍ରେନ୍‌ର ୩ଟି ବଗି ଲାଇନଚ୍ୟୁତ

ରାଉରକେଲାରେ ଘଟିଛି ବଡ ଅଘଟଣ । ଏକ ମାଲବାହୀ ଟ୍ରେନ୍ ଭାରସାମ୍ୟ ହରାଇ ବସ୍ତି ଭିତରକୁ ପଶିଯାଇଛି । ରାଉରକେଲା ମାଲଗୋଦାମ ଅଞ୍ଚଳରେ ଘଟିଛି ଏଭଳି ଘଟଣା । ମାଲବାହୀ ଟ୍ରେନଟି ଲାଇନଚ୍ୟୁତ ହୋଇଛି ।

train derailed
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+