ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ

ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ମନ୍ତ୍ରୀଙ୍କ ଅନୁଧ୍ୟାନ କରିଛନ୍ତି । ଦୁର୍ଘଟଣାକୁ ଅଭାବନୀୟ କହିଲେ ମନ୍ତ୍ରୀ ବିଭୂତି ଜେନା । ରାଉରକେଲା ପହଞ୍ଚିବାକୁ ଅଳ୍ପ ଦୂର ଥିଲା ଦୁର୍ଘଟଣା ଘଟିଲା ।

Transport Minister
ଦୁର୍ଘଟଣାରେ ଆହତଙ୍କ ସର୍ବୋତ୍ତମ ଚିକିତ୍ସା ପାଇଁ ସରକାର ପ୍ରସ୍ତୁତ ବୋଲି ମଧ୍ୟ ମନ୍ତ୍ରୀ କହିଛନ୍ତି। କାହିଁକି ଏଭଳି ଦୁର୍ଘଟଣା ଘଟିଲା ସେଥିପାଇଁ ଆମେ ଚିନ୍ତିତ' ।
ଭଗବାନ ଆମକୁ ରକ୍ଷା କରିଦେଲେ, ସମସ୍ତଙ୍କୁ ତତ୍କାଳ ଉଦ୍ଧାର କରାଯାଇଥିଲା' । ସମସ୍ତେ ଏକପ୍ରକାର ସୁରକ୍ଷିତ ଉଦ୍ଧାର ହେବା ଭଗବାନଙ୍କ ଆଶୀର୍ବାଦ'। ଏଭଳି ଘଟଣାର ଯେଭଳି ପୁନରାବୃତ୍ତି ନ ହେବ ତଦନ୍ତ ଚାଲିଛି ବୋଲି କହିଛନ୍ତି ମନ୍ତ୍ରୀ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+