ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ପ୍ରତିକ୍ରିୟା, ଡ୍ରାଇଭର ମହାସଂଘ ସହ ହେବ ଆଲୋଚନା

ଆଜିଠୁ ଡ୍ରାଇଭର ମହାସଂଘ ରାଜ୍ୟବ୍ୟାପି ଷ୍ଟିଅରିଂ ଛାଡ ଆନ୍ଦୋଳନ କରିଛନ୍ତି । ମହାସଂଘ ୬ଦଫା ଦାବି ନେଇ ଆନ୍ଦୋଳନ କରୁଥିବାରୁ ରାଜ୍ୟରେ ସାଧାରଣ ଜନତାଙ୍କ ଉପରେ ଏହାର ପ୍ରଭାବ ପଡିଛି । ଜରୁରୀକାଳୀନ ସେବାକୁ ଛାଡିଦେଲେ ଅନ୍ୟ ଗାଡି ଚାଲୁନଥିବାରୁ ଲୋକମାନେ ଯାତାୟତରେ ଅସୁବିଧା ଭୋଗିଛନ୍ତି ।

Bibhuti Jena

ସରକାର ଶୀଘ୍ର ସେମାନଙ୍କ ଦାବି ପୂରଣ କରିବାକୁ ଅଡି ବସିଛି ମହାସଂଘ । ସେପଟେ ଏନେଇ ଆଜି ସଂଘର ସରକାରଙ୍କ ସହ ବୈଠକ ହେବ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ସରକାରଙ୍କ ସହ ଆଲୋଚନା ମାଧ୍ୟମରେ ଦାବି ରଖି ସମାଧାନ ପାଇଁ ବାଟ ବାହାରିପାରେ । ସେମାନଙ୍କ ଦାବି ଯଥାର୍ଥ, ଆଲୋଚନା ଦ୍ୱାରା ସମାଧାନ କରିବୁ ବୋଲି ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+