ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ

ରାଜ୍ୟରେ ୩ ଅର୍ଥନୈତିକ ଜୋନ୍ ହେବ କହିଲେ ପରିବହନ ସଚିବ ଉଷା ପାଢ଼ୀ । ଭୁବନେଶ୍ବର, ପୁରୀ, କଟକ, ଓ ପାରାଦୀପକୁ ମିଶାଇ ହେବ ଗୋଟିଏ ଜୋନ୍‌' । କ୍ବାଡ୍ ସିଟି ପ୍ରୋଗ୍ରାମ ଜରିଆରେ ହେବ, ସରକାର ପ୍ଲାନ୍ ରଖିଛନ୍ତ ।

Transport Secretary Usha Padhi

ସୁନାବେଡ଼ା, କୋରାପୁଟ୍, ବରଗଡ଼, ସମ୍ବଲପୁରକୁ ନେଇ ହେବ ଅନ୍ୟ ଏକ ଜୋନ୍ । ଉତ୍ତରରେ ବି ରାଉରକେଲା, କେନ୍ଦୁଝର, ବଡ଼ବିଲକୁ ନେଇ ହେବ ୩ୟ ଜୋନ୍। ରାଜ୍ୟର ଜିଡିପିରେ ପ୍ରମୁଖ ଦାୟିତ୍ବ ନେଇଥିବା ସହରମାନଙ୍କୁ ନେଇ ହେବ ଜୋନ୍ । କେବଳ ସହରାଞ୍ଚଳ ନୁହେଁ, ଅର୍ଥନୈତିକ କାରବାର ବୃଦ୍ଧି ସରକାରଙ୍କ ଲକ୍ଷ୍ୟ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+