Get Updates
Get notified of breaking news, exclusive insights, and must-see stories!

ପୋଖରୀରେ ବୁଡି ଦୁଇ ଭାଇଙ୍କର ମୃତ୍ୟୁ

କେନ୍ଦୁଝର ସଦର ଥାନାରାଇସୁଆଁ ସ୍ଥିତ ପୁରୁଣା ସଦର ଥାନା ପାଖ ଟେରା ପୋଖରୀରେ ଗାଧୋଇବା ସମୟରେ ବୁଡ଼ିଯାଇ ଦୁଇ ଭାଇଙ୍କର ମୃତ୍ୟୁ ଘଟିଛି । ମୃତକ ନୁରୁଦ୍ଧିନ ଆନଶାରୀ ଙ୍କ ଦୁଇ ଶିଶୁ ପୁତ୍ର ଆମାମାନ ଆନଶାରୀ(୯) ଏବଂ କୁଶାଲ ଆନଶାରୀ(୮) ବୋଲି ଜଣାପଡିଛି। ଉଭୟଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଟିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ । ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

dead in water
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+