ଖୋଲିଲା ହୀରାକୁଦର ୨ଟି ଗେଟ୍; ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୪.୪୭୨ କ୍ୟୁସେକ ଜଳ

ଖୋଲିଲା ହୀରାକୁଦର ୨ଟି ଗେଟ୍ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଖୋଲିଲା ୨ଟି ଗେଟ । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୨୬.୩୭ ଫୁଟ। ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୭୪.୪୭୨ କ୍ୟୁସେକ ଜଳ ।

ସେପଟେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଚା ମଧ୍ୟରେ ଅଧିକ ଘନୀଭୂତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟଦେଇ ଗତି କରିବା ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେଗୁଡ଼ିକ ହେଲା - ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଏବଂ ଦେଓଗଡ଼ । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

two gates of Hirakud opened
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+