ଖଲ୍ଲିକୋଟ ବିଶ୍ବବିଦ୍ୟାଳୟରେ ଦୁଇ ଛାତ୍ରଗୋଷ୍ଠୀ ମୁହାଁମୁହିଁ; ହ୍ବାଟସଆପ୍‌ରେ ହତ୍ୟା ଧମକ ଦିଆଯାଉଥିବା ଅଭିଯୋଗ

ବ୍ରହ୍ମପୁର: ଖଲ୍ଲିକୋଟ ବିଶ୍ବବିଦ୍ୟାଳୟରେ ଦୁଇ ଛାତ୍ରଗୋଷ୍ଠୀ ମୁହାଁମୁହିଁ । ଗୋଟିଏ ଗୋଷ୍ଠୀର ଛାତ୍ରଙ୍କ ସାର୍ଟ ଚିରି ଆକ୍ରମଣ ଅଭିଯୋଗ । ୪ ଜଣ ଛାତ୍ରଙ୍କୁ ନେଇ ପଚରାଉଚରା କରୁଛି ଟାଉନ୍ ଥାନା ପୋଲିସ । କାଲି ଗୋଟିଏ ଗୋଷ୍ଠୀ ଛାତ୍ର ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ । ହ୍ବାଟସଆପ୍‌ରେ ହତ୍ୟା ଧମକ ଦିଆଯାଉଥିବା ଅଭିଯୋଗ କରିଥିଲେ ।

Two groups of students clash at Khalikot University
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+