ଚାଷ କରିବା ବେଳେ ବଜ୍ରାଘାତ; ୨ ଭଇ ମୃତ, ଜଣେ ଗୁରୁତର
ବଜ୍ରାଘାତ ଘଟି ଦୁଇ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ମୃତ ଦୁଇ ଜଣ ଚାଷୀ ଭଦ୍ରକ ଜିଲ୍ଲା ପୀରହାଟ ଥାନା ହରସିଂପୁର ଚଣ୍ଡିସାହିର ବୋଲି ଜଣାଯାଇଛି । ପାଞ୍ଚ ଜଣ ଚାଷୀ ବିଲରେ କାମ କରୁଥୁବା ସମୟରେ ହଠାତ ବଜ୍ରାଘାତ ଘଟିଥିଲା ।

ପାଞ୍ଚ ଜଣଙ୍କ ଭିତରୁ ତିନି ଜଣ ଗୁରୁତର ହୋଇପଡିଥିଲେ । ସେମାନଙ୍କୁ ସଙ୍ଗେ ସଙ୍ଗେ ତିହିଡି ମେଡିକାଲକୁ ନେଇଯାଇଥିଲା । ହେଲେ ମେଡିକାଲରେ ଦୁଇ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଗୁରୁତରଙ୍କୁ ଚିକିତ୍ସା ପାଇଁ ଭଦ୍ରକ ସ୍ଥାନାନ୍ତରିତ କରାଯାଇଛି । ମୃତ ଦୁଇ ଜଣ ହେଲେ ହରସିଂପୁର ଚଣ୍ଡିସାହିର ନାଲୁ ମହାରଣା ଓ ରୁଗୁଣା ମହାରଣା ।
More From
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications