ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାର ଆଉ ଦୁଇ ଗେଟ୍, ଏବେ ୧୨ ଟି ଗେଟରେ ପ୍ରଭାବିତ ହେଉଛି ବନ୍ୟା ପାଣି

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ ବନ୍ଦ ହୋଇଛି । ଦୁଇଟି ଗେଟ୍ ବନ୍ଦ ହେବା ପରେ ଏବେ ୧୨ଟି ଗେଟ୍ ଦେଇ ବର୍ଷାଜଳ ନିଷ୍କାସନ ଜାରି ରହିଛି।

Hirakud dam

ଜଳଭଣ୍ଡାରର ବାମ ପଟରୁ ୮ଟି ଓ ଡାହାଣ ପଟରୁ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାପଡିଛି।

ପୂର୍ବରୁ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ୍ ଗେଟ୍ ବନ୍ଦ ହୋଇଥିଲା । ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ଜଳଭଣ୍ଡାରର ବାମ ପଟୁ ୧୦ଟି ଓ ଡାହାଣ ପଟୁ ୪ଟି ଗେଟ୍ ଖୋଲା ରହିଥିଲା । ଏବେ ଜଳଭଣ୍ଡାରର ଆଉ ୨ଟି ଗେଟ୍ ବନ୍ଦ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+