ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଛାତ୍ର

ରାଉରକେଲା : ବ୍ରାହ୍ମଣୀ ନଦୀରେ ପୁଣି ଘଟିଲା ଅଘଟଣ । ଗାଧୋଇବାକୁ ଯାଇଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ଦୁଇ ଜଣ ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି । ଛାତ୍ର ଦ୍ୱୟ ହେଲେ ରଜତ ସାହୁ ଓ ସମୀରନ ସୁକୁମାର ନାୟକ । ଏହି ଦୁଇ ଛାତ୍ର ଏନ୍‌ଆଇଟିରେ ପଢୁଥିଲେ ବୋଲି ଜଣାପଡ଼ିଛି । ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ରାଉରକେଲାର ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି ।

Two Students Meet Watery

ତେବେ ଦୁଇ ଛାତ୍ରଙ୍କ ଅବସ୍ଥା ସଂକଟାପନ୍ନ ଥିବା ସୂଚନା ମିଳିଛି । ୬ ଛାତ୍ରୀଛାତ୍ର ମିଶି ବେଦବ୍ୟାସ ମନ୍ଦିର ବୁଲିବାକୁ ଯାଇଥିଲେ । ନଦୀରେ ଗାଧୋଉଥିବା ବେଳେ ଏହି ଦୁଇ ଛାତ୍ର ବୁଡ଼ି ଯାଇଥିଲେ । ଉଦ୍ଧାର କରାଯାଇଥିବା ୪ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଜଣ ସୁରକ୍ଷିତ ଅଛନ୍ତି । କିନ୍ତୁ ଜଣେ ଛାତ୍ରୀଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+