ଓଡ଼ିଶାରେ ପହଞ୍ଚିଲେ ଦୁଇ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ

ଓଡ଼ିଶାର କିଏ ହେବ ମୁଖ୍ୟମନ୍ତ୍ରୀ । ଏହାରି ଭିତରେ ଭୁବନେଶ଼୍ବର ବିମାନ ବନ୍ଦରରେ ପହଞ୍ଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ। ଓଡ଼ିଶାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଆଜି ବିଧାୟକ ଦଳ ବୈଠକରେ ଯୋଗଦେବା ପାଇଁ ପହଞ୍ଚିଛନ୍ତି ।

rajnath singh

ନବନିର୍ବାଚିତ ବିଧାୟକ ଏବଂ ଭାଜପା ନେତାଙ୍କ ସହ ଆଜି ଆଲୋଚନା ବୈଠକ ହେବ । ଏହି ବୈଠକରେ ଉଭୟ ଉପସ୍ଥିତ ରହିବେ । ବୈଠକ ପରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିପାରନ୍ତି । ଦୁଇ ମନ୍ତ୍ରୀ ଓଡ଼ିଶାରେ ପହଞ୍ଚିବା ପରେ କିଏ ହେବେ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ସେ ନେଇ ଉତ୍କଣ୍ଠା ବଢ଼ିଛି ।

ତେବେ ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁକୁ ନେଇ ଆଜି ସ୍ପଷ୍ଟ ହୋଇଯିବ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+