ଘଣ୍ଟା ଘଣ୍ଟା ଧରି ଅଘୋଷିତ ବିଦ୍ୟୁତ୍ କାଟ, ମହମବତୀ ଆଲୁଅରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ

ମହମବତୀ ଆଲୁଅରେ ପରୀକ୍ଷା । ପୁରୀରେ ଅଘୋଷିତ ବିଦ୍ୟୁତ୍ କାଟ ହୋଇଛି । ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍ କାଟ୍ ଯୋଗୁ ସଦର ବ୍ଲକର ଅଧିକାଂଶ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ।

ପୁରୀ ସଦର ଅଞ୍ଚଳରେ ବିଦ୍ୟୁତ୍ ବିଭାଗ ପକ୍ଷରୁ ମଙ୍ଗଳବାର ରାତିରୁ ବିଦ୍ୟୁତ୍ କାଟ ହେବା ସହ ସକାଳ ପର୍ଯ୍ୟନ୍ତ ବିଦ୍ୟୁତ୍ ସଂଯୋଗ ହୋଇନଥିଲା । ପୁରୀ ସହରର ଅଧିକାଂଶ ଅଞ୍ଚଳରେ ବିଦ୍ୟୁତ୍ ସରବରାହ ବନ୍ଦ ରହିଥଲା ।

exam by candle light

କୋହଲା ପାଗ ଯୋଗୁ ଶ୍ରେଣୀ ଗୃହରେ ଅନ୍ଧାର ଛାଇ ରହିଥିଲା । ଯାହା ଫଳରେ ଡିବିରି ଓ ମହମବତୀ ଆଲୁଅରେ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ । ମହମବତୀ ଆଲୁଅରେ ପରୀକ୍ଷା ଦେଲେ ଛାତ୍ରଛାତ୍ରୀ । ତେବେ କାହିଁକି ଏ ନେଇ ଅବଗତ କରାଯାଇ ନଥିଲା ବୋଲି ପିଲା ପ୍ରଶ୍ନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+