ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ: ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବେ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଗତକାଲି ସଂଧ୍ୟାରେ ଅର୍ଥମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଥିଲେ । ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ରହିଛି ସୂଚନା ।

nirmala sitaraman

ଭୁବନେଶ୍ୱର:ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଗତକାଲି ସଂଧ୍ୟାରେ ଅର୍ଥମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିଥିଲେ । ଯେଉଁଠି ତାଙ୍କୁ ସ୍ୱାଗତ କରିଥିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ବିଜେପି ସଭାପତି ସମୀର ମହନ୍ତି । ଅର୍ଥମନ୍ତ୍ରୀ ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବେ । ଅର୍ଥ ମନ୍ତ୍ରାଳୟର ରାଷ୍ଟ୍ର ମନ୍ତ୍ରୀ ପଙ୍କଜ ଚୌଧୁରୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ।

ସୂଚନାଅନୁସାରେ, ଆଜି 'ମେ ଫେୟାର'ରେ ପୋଷ୍ଟ ବଜେଟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ଅର୍ଥମନ୍ତ୍ରୀ । ଏହା ପରେ ସେ ଭୁବନେଶ୍ୱର ଆଇଆଇଟିର ଅନୁଗୋଳ କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କ ସହ ଭେଟିବା ସହ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+