୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ନଡ୍ଡା

ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ନଡ୍ଡା । ପୁରୀରେ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଗ ଦେବେ । ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟ ସଚିବଙ୍କୁ ନେଇ କାର୍ଯ୍ୟକ୍ରମ ମଧ୍ଯ ହେବ ।

jp nadda

ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ମଧ୍ୟ ଯୋଗ ଦେଉଛନ୍ତି। ଏହି ଅବସରରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ସଚିବଙ୍କ ସହ ବିଭିନ୍ନ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ରିପୋର୍ଟ ଅନୁସାରେ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଭାରତରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ପ୍ରଣାଳୀର ୯ତମ ଜାତୀୟ ଶିଖର ସମ୍ମିଳନୀ ଭଲ ଏବଂ ପ୍ରତିକୃତିଯୋଗ୍ୟ ଅଭ୍ୟାସ ତଥା ନବସୃଜନ ଓ ୧୬ତମ ସାଧାରଣ ସମୀକ୍ଷା ମିସନର ରିପୋର୍ଟକୁ ଲୋକାର୍ପିତ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+