୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

Union Home Minister Amit Shah To Visit Odisha : ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୮ ତାରିଖରେ ସମ୍ବଲପୁର ଆସିବେ ଅମିତ ଶାହ । ଏନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ଏହି ଗସ୍ତ ସମୟରେ ଶାହ ପ୍ରଥମେ ମା' ସମଲେଇଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ଏହା ପରେ ଗୃହମନ୍ତ୍ରୀ ବିଏସ୍ କଲେଜ ଅଡିଟୋରିୟମରେ ସ୍ୱାଧୀନତା ସଂଗ୍ରାମୀ କୁଞ୍ଜଲ ସାଏଙ୍କ ରକ୍ତପୀଠ ଉପରେ ଏକ ମାଗାଜିନ ଉନ୍ମୋଚନ କରିବା ନେଇ ସୂଚନା ରହିଛି । ଏହାସହ ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

Union Home Minister Amit Shah

ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଜାନୁଆରୀ ୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା ରହିଛି । ଲୋକସଭା ନିର୍ବାଚନ ପରେ ରାଜ୍ୟରେ ନୂଆ ସରକାର ଗଠନ ହୋଇଛି । ଯାହା ପରେ କେନ୍ଦ୍ର ଫୋକସରେ ରହିଛି ଓଡ଼ିଶା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+