Get Updates
Get notified of breaking news, exclusive insights, and must-see stories!

ଭୋଟ୍ ଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , କହିଲେ ଓଡ଼ିଶାରେ ଜିତିବୁ ବହୁମତ

ରାଜ୍ୟରେ ଜାରି ରହିଛି ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ମତଦାନ । ଏହି ପ୍ରକ୍ରିୟାରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁରରେ ଲୋକସଭା ନିର୍ବାଚନ୍ ଲଢୁଥିଲେ ବି, ଭୁବନେଶ୍ୱର ଆସି ନିଜ ମତ ଅଧିକାର ସାବ୍ୟସ୍ତ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

dharmendra pradhan

ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଥିବା ଡିଏଭି ପବ୍ଲିକ୍ ସ୍କୁଲରେ ହେଇଥିବା ମତଦାନ କେନ୍ଦ୍ରକୁ ଆସି ଧର୍ମେନ୍ଦ୍ର ପ୍ରଧାନ ଭୋଟ୍ ଦେଇଛନ୍ତି । ତେବେ ଭୋଟ୍ ଦେଇ ଧର୍ମେନ୍ଦ୍ର କହିଛନ୍ତି, ଭାରତର ଗଣତନ୍ତ୍ରର ଏ ମହାପର୍ବରେ ମୁଁ ଆଜି ଭାଗ ନେଲି ।

ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଏବଂ ବିଜେପି ବିଧାୟକ ପ୍ରାର୍ଥୀଙ୍କୁ ସେ ଭୋଟ୍ ଦେଇଥିବା ନେଇ ସୂଚନା ଦେଇଛନ୍ତି । ଏଥିସହ ଦେଶରେ ପୁଣି ମୋଦୀ ସରକାର ହେବା ସହ ଓଡିଶାର ୨୧ରୁ ୨୧ ଲୋକସଭା ଆସନ ଜିତିବା ନେଇ ଦମ୍ଭୋକ୍ତି ଦେଖାଇଛନ୍ତି ଧର୍ମେନ୍ଦ୍ର । ଅନ୍ୟପଟେ ରାଜ୍ୟରେ ବିଜେପି ବହୁମତ ହାସଲ କରିବା ସହିତ ସରକାର ଗଠନ କରିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+