ଶ୍ରୀମନ୍ଦିର ବିକାଶ ପାଇଁ ୧ ଲକ୍ଷ ଟଙ୍କା ଦାନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଗତକାଲି ପୁରୀ ଯାଇ ସେ ଶ୍ରୀଜୀଉଙ୍କୁ ଦର୍ଶନ କରି ୧ଲକ୍ଷ ଟଙ୍କା ଶ୍ରୀମନ୍ଦିର ବିକାଶ ପାଇଁ ଦାନ କରିଛନ୍ତି ।
ପୁରୀ: ଶ୍ରୀକ୍ଷେତ୍ର ପାଇଁ କେନ୍ଦ୍ର ସରକାର କଣ କରିଛନ୍ତି ତାର ତାଲିକା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥିସହିତ ଏକ ଭିଡିଓ ମଧ୍ୟ ଜାରି କରିଛନ୍ତି। ଗତକାଲି ପୁରୀ ଯାଇ ସେ ଶ୍ରୀଜୀଉଙ୍କୁ ଦର୍ଶନ କରି ୧ଲକ୍ଷ ଟଙ୍କା ଶ୍ରୀମନ୍ଦିର ବିକାଶ ପାଇଁ ଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁରୀ ବିକାଶ ପାଇଁ ୧୭୫ କୋଟି ଟଙ୍କାର ଅନୁଦାନ ଦେଇସାରିଥିବା ପ୍ରକାଶ କରିଥିଲେ କେନ୍ଦ୍ରମନ୍ତ୍ରୀ।

ଦାନ ନେଇ କେନ୍ଦ୍ରମନ୍ତ୍ରୀ ନିଜେ ଟ୍ବିଟ କରି ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି, ଶ୍ରୀମନ୍ଦିରର ବିକାଶ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରି ଗୁଣ୍ଡୁଚି ମୂଷା ସଦୃଶ ବାଲି ଝାଡିବାର ସୌଭାଗ୍ୟ ଲାଭ କଲି । ସମଗ୍ର ହିନ୍ଦୁ ସମାଜ ବିଶେଷ ଭାବରେ ଓଡିଶାବାସୀଙ୍କୁ ପୁରୀ ତଥା ଶ୍ରୀମନ୍ଦିର ବିକାଶ ପାଇଁ ସହଯୋଗ କରିବା ପାଇଁ ଆଗେଇ ଆସିବାକୁ ନିବେଦନ।
ଜୟ ଜଗନ୍ନାଥ🙏
ଶ୍ରୀମନ୍ଦିରର ବିକାଶ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରି ଗୁଣ୍ଡୁଚି ମୂଷା ସଦୃଶ ବାଲି ଝାଡିବାର ସୌଭାଗ୍ୟ ଲାଭ କଲି । ସମଗ୍ର ହିନ୍ଦୁ ସମାଜ ବିଶେଷ ଭାବରେ ଓଡିଶାବାସୀଙ୍କୁ ପୁରୀ ତଥା ଶ୍ରୀମନ୍ଦିର ବିକାଶ ପାଇଁ ସହଯୋଗ କରିବା ପାଇଁ ଆଗେଇ ଆସିବାକୁ ନିବେଦନ। pic.twitter.com/DjAABGL3eh
— Dharmendra Pradhan (@dpradhanbjp) February 28, 2021
ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଏବେ ଶ୍ରୀକ୍ଷେତ୍ରମୁହାଁ ହୋଇଥିବା ବେଳେ କଂଗ୍ରେସ ଉଭୟଙ୍କୁ ଶ୍ରେୟ ରାଜନୀତିରେ ମାତିଥିବା କହିଛି। ତେବେ ଗତ କିଛି ବର୍ଷ ଧରି ପୁରୀରେ ଯେଉଁଭଳି ଭାବେ କାର୍ଯ୍ୟଧାରା ଚାଲିଛି ତାହା କିନ୍ତୁ ପୁରୀବାସୀଙ୍କୁ ବେଶ୍ ଖୁସି କରିଛି।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications