କେନ୍ଦ୍ର ମନ୍ତ୍ରୀ ଦେଲେ ବଡ ସୂଚନା,ବିଜୁ ପଟ୍ଟନାୟକ ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ

ଭୁବନେଶ୍ୱର ଏୟାରପୋର୍ଟରେ ହେବ ଟର୍ମିନାଲ-୩। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ.ରାମମୋହନ ନାଇଡୁ ଆଜି ସୂଚନା ଦେଇଛନ୍ତି। ଆସନ୍ତା ଦୁଇ ବର୍ଷରେ ନୂଆ ଟର୍ମିନାଲ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି।

Biju Patnaik airport

ଦେଶର ୨୦ଟି ସହର ସହ ବିଦେଶର ୪ଟି ସ୍ଥାନକୁ ଭୁବନେଶ୍ୱର ଏୟାରପୋର୍ଟ ସଂଯୋଗ କରୁଛି। ଡବଲ ଇଞ୍ଜିନ ସରକାରରେ ବେସାମରିକ ବିମାନ ଚଳାଚଳ କ୍ଷେତ୍ରରେ ଓଡ଼ିଶା ବହୁତ ଆଗକୁ ଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ଭୁବନେଶ୍ୱର ଏୟାରପୋର୍ଟରେ ଯେଉଁ ଟର୍ମିନାଲ ରହିଥିଲେ ସେଥିରେ ବର୍ଷକୁ ୪୦ଲକ୍ଷ ଯାତ୍ରୀ ଯାତାୟତ କରନ୍ତି।

ଯାତ୍ରୀ ସଂଖ୍ୟା ୮୦ଲକ୍ଷରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖି ପୁରୁଣା ଟର୍ମିନାଲ ପାଖରେ ନୂଆ ଟର୍ମିନାଲ ନିର୍ମାଣ ହେବ। ଏବେ ଏୟାରପୋର୍ଟ ୨୦ଟି ସହରକୁ ସଂଯୋଗ କରୁଥିବା ବେଳେ ଆଗକୁ ଜମ୍ମୁ, ଗୁଜରାଟ, ଆନ୍ଧ୍ର ଭଳି ଅନ୍ୟ ସ୍ଥାନକୁ ସଂଯୋଗ କରିବାକୁ ଦାବି କରାଯାଇଛି। ଏସମ୍ପର୍କରେ ଖୁବଶୀଘ୍ର ନିଷ୍ପତି ନିଆଯିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+