ଶ୍ରୀମନ୍ଦିରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହାନ

ପୁରୀରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ । ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା ।

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ସହ ପାର୍ଶ୍ଵ ଦେବାଦେବୀଙ୍କୁ ମଧ୍ୟ ଦର୍ଶନ କରି ନିଜକୁ ଧନ୍ୟମନେ କରିଛନ୍ତି । ଶ୍ରୀମନ୍ଦିରକୁ ଯିବା ସମୟରେ ବ୍ୟାରିକେଡ଼ରେ ଥିବା ଭକ୍ତମାନଙ୍କୁ ହାତ ହଲାଇ ଅଭିବାଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

Shivraj Singh Chouhan
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+