ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ହେଲେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ

ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ ହେଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ତଥା ସଭାପତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି ।

ଭୁବନେଶ୍ୱର : ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ ହେଲେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ତଥା ସଭାପତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ବର୍ତ୍ତମାନ ଶ୍ରୀ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା (ଶିକ୍ଷା) ଭାବେ କାର୍ଯ୍ୟ କରୁଛନ୍ତି ।

Upendra Tripathi

1980 ବ୍ୟାଚ୍ କର୍ଣ୍ଣାଟକ କ୍ୟାଡରର ଆଇଏଏସ୍ ହେଉଛନ୍ତି ଉପେନ୍ଦ୍ର ତ୍ରିପାଠୀ । ପୂର୍ବରୁ ଆଦର୍ଶ ବିଦ୍ୟାଳୟ ସଂଗଠନ ନେଇ ତାଙ୍କର ଅଭିଜ୍ଞତା ରହିଛି । କର୍ଣ୍ଣାଟକରେ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ସେ ପୂର୍ବରୁ କାର୍ଯ୍ୟ କରିଛନ୍ତି । ସୂଚନା ଯୋଗ୍ୟ ଯେ, ଗତ ଜୁନ୍ 3 ତାରିଖରେ ତତ୍କାଳୀନ ଉପଦେଷ୍ଟ ବିଜୟ କୁମାର ସାହୁଙ୍କ କରୋନାରେ ଦେହାନ୍ତ ପରେ ଏହି ପଦବୀ ଖାଲି ପଡ଼ିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+