ବିଧାନସଭାରେ ହଙ୍ଗାମା; ୪ଟା ପର୍ଯ୍ୟନ୍ତ ଗୃହ ମୁଲତବି କଲେ ବାଚସ୍ପତି

ଚାଲିପାରୁନି ଗୃହ । ଅଚଳାବସ୍ଥା ଜାରି । ପୁଣି ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ କଲେ ବାଚସ୍ପତି ସୁରମା ପାଢ଼ୀ । ଗୃହ ଚାଲି ନ ପାରିବାରୁ ମୁଲତବି କଲେ ବାଚସ୍ପତି । ବିଧାନସଭା ତୃତୀୟ ଦିନରେ ଗୃହରେ ହଙ୍ଗାମା ଜାରି ରହିଛି । ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ପୁଣି ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ରଖିଛନ୍ତି ବାଚସ୍ପତି । ଗୃହ ଚାଲି ନ ପାରିବାରୁ ମୁଲତବୀ କଲେ ବାଚସ୍ପତି । ଶାସକ-ବିରୋଧୀ ହାତାହାତିରୁ ଜାରି ରହିଛି ଅଚଳାବସ୍ଥା ।

House till 4 pm

ବିଧାନସଭା ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ କଂଗ୍ରେସ ଓ ବିଜେଡି ବିଧାୟକ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ହାତରେ ପ୍ଲା-କାର୍ଡ ଧରି ନାରାବାଜି କରିଥିଲେ । କଂଗ୍ରେସ ବିଧାୟତ ତାରା ପ୍ରସାଦ ବାହିନୀପତି ବାଚସ୍ପତିଙ୍କ ପୋଡିୟମ୍ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ ।

ଗୃହରେ ନଗର ଉନ୍ନୟନ ବିଭାଗର ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଥିବା ଦେଖିବାକୁ ମିଳିଛି । ଶାସକ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ଓ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଗୃହରେ ହାତାହାତି ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+