ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ; ବସ୍ତିରୁ ବାର୍ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ
ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ । ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟ୍ବିନ୍ସିଟିରେ ଅପରାଧ ବଢୁଛି । ବସ୍ତିରୁ ବାର୍ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ।

ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି । ଚେକ୍ ଦେବାକୁ ନଗର ଉନ୍ନୟନ ଓ ଅବକାରୀ ବିଭାଗର ଆକ୍ସନ୍ ପ୍ଲାନ୍ । ସହରକୁ ସୁରକ୍ଷିତ ରଖିବାକୁ ଅନୁପ୍ରବେଶକାରୀ ମୁକ୍ତ କରାଯିବ । ବସ୍ତିରେ ରହୁଥିବା ଅପରାଧିଙ୍କ ଘରକୁ ଭଙ୍ଗା ଯାଉଛି।












Click it and Unblock the Notifications