ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି; ପୋଲିସ୍ କମିଶନରକୁ ଚିଠି କରିବ ବିଏମସି
ସବୁ ଥାନାରୁ ହଟିବ ଜବତ, ଅବ୍ୟହୃତ ଓ ଅଚଳ ଗାଡ଼ି । ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସଙ୍କ ସୂଚନା । ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଗାଡ଼ି ହଟିଲେ ଜାଗା ସଫା ହେବ, ରାଜସ୍ବ ବଢିବ କହିଲେ ମେୟର୍ । ପୋଲିସ୍ କମିଶନରକୁ ଚିଠି କରିବ ଭୁବନେଶ୍ୱର ମହାନଗର ନିଗମ। ଥାନା ସହ ବିଏମ୍ସିର ଅବ୍ୟହୃତ ଓ ଅଚଳ ଗାଡ଼ି ସ୍କ୍ରାବ୍ ହେବ କହିଲେ ମେୟର୍ ।













Click it and Unblock the Notifications