Get Updates
Get notified of breaking news, exclusive insights, and must-see stories!

ଆହୁରୀ ତୀବ୍ର ହେବ କରୋନା ବିରୋଧୀ ଲଢେଇ, ରାଜ୍ୟରେ ବଢିବ ଟିକାକରଣ କେନ୍ଦ୍ର

ପ୍ରତି ଘରୋଇ ଓ ସରକାରୀ ମେଡିକାଲ କଲେଜରେ ଏଣିକି ୫ଟି ସ୍ଥାନରେ ଟିକାକରଣ ବ୍ୟବସ୍ଥା କରାଯିବ ।

ଭୁବନେଶ୍ୱର: ଆହୁରୀ ତୀବ୍ର ହେବ କରୋନା ବିରୋଧୀ ଲଢେଇ । ମହାମାରୀ କରୋନାକୁ ମାତ ଦେବା ପାଇଁ ସଞ୍ଜିବନୀ ରୂପି କରୋନା ଟିକାକରଣ ପାଇଁ ରାଜ୍ୟରେ ବୃଦ୍ଧି ହେବ ଟିକାକରଣ କେନ୍ଦ୍ର । ପ୍ରତି ଘରୋଇ ଓ ସରକାରୀ ମେଡିକାଲ କଲେଜରେ ଏଣିକି ୫ଟି ସ୍ଥାନରେ ଟିକାକରଣ ବ୍ୟବସ୍ଥା କରାଯିବ ।

Corona Vaccine

ସେହିପରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟରେ ଦୁଇଟି ସେସନରେ ଟିକାକରଣ କରାଯିବ । ଏହି ସବୁ ସ୍ଥାନରେ ୨୦୦ ଜଣଙ୍କୁ ଟିକା ଦିଆଯିବ । ୫ ଜଣ ବଦଳରେ ୬ ଜଣ ଭ୍ୟାକ୍ସିନ୍ ଇନଚାର୍ଜ ରହିବେ । ଏଥିପାଇଁ ପ୍ରତି ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଥିବା ସ୍ୱାସ୍ଥ୍ୟ ସେବା ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ଶନିବାର ଆରମ୍ଭ ହୋଇଥିବା କୋଭିଡ୍ ଟିକାକରଣ ରାଜ୍ୟରେ ସଫଳ ହୋଇଛି । ରାଜ୍ୟରେ ୮୫ ପ୍ରତିଶତ ଟିକାକରଣ ହୋଇଥିବା ବେଳେ ୧୩ ହଜାର ୯୮୦ ଜଣ ଟିକା ନେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+