Get Updates
Get notified of breaking news, exclusive insights, and must-see stories!

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବାରଣାସୀ ଯାଉଥିବା ବିମାନ

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବାରଣାସୀ ଯାଉଥିବା ବିମାନ । ଖରାପ ପାଗ ଯୋଗୁଁ ବିମାନର ଜରୁରୀକାଳିନ ଅବତରଣ। କୁହୁଡି ପାଇଁ ମୁମ୍ବାଇ-ବାରଣାସୀ ଏୟାର ଇଣ୍ଡିଆ ବିମାନର ରୁଟ୍‌ ଡାଇଭର୍ଟ ।ଅତ୍ୟଧିକ କୁହୁଡି କାରଣରୁ ବାରଣାସୀର ଲ୍ୟାଣ୍ଡିଂ କରିପାରିଲାନି ବିମାନ। ଏୟାର ଲାଇନ୍ସ ପକ୍ଷରୁ ଯାତ୍ରୀଙ୍କ ରହିବା ପାଇଁ ବ୍ୟବସ୍ଥା କରାଯାଇଛି । କୁହୁଡି ପାଇଁ ଭୁବନେଶ୍ବରରୁ ୩ଟି ବିମାନ ବାତିଲ ହୋଇଥିବା ସୂଚନା ।

Varanasi-bound plane
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+