Get Updates
Get notified of breaking news, exclusive insights, and must-see stories!

କଟକ ଆସିବେ ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍

ଜାନୁଆରୀ ୨୩ ତାରିଖରେ କଟକ ଆସିବେ ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ । ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ଆସିବେ । ଆସିବା ନେଇ ସହମତି ପ୍ରଦାନ କରିଛନ୍ତି ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍ । ଉପ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦେବେ । ଏନେଇ ସୂଚନା ଦେବା ସହ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିଛନ୍ତି ସଂସ୍କୃତି ସଚିବ ବିଜୟ କେତନ ଉପାଧ୍ୟାୟ ।

Vice President C P Radhakrishnan
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+