ନେତାଜୀଙ୍କ ଜନ୍ମସ୍ଥାନରେ ଉପରାଷ୍ଟ୍ରପତି, ନେତାଜୀଙ୍କ ୧୨୯ ତମ ଜନ୍ମଜୟନ୍ତୀ ଉପଲକ୍ଷେ ପୁଷ୍ପମାଲ୍ୟ ଅର୍ପଣ କଲେ
ନିର୍ଦ୍ଧାରିତ ସମୟର ୨୫ମିନିଟ୍ ପୂର୍ବରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ । ବିମାନବନ୍ଦରରେ ଉପରାଷ୍ଟ୍ରପତି ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପତି। ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।

ବିମାନବନ୍ଦରରୁ ଉପରାଷ୍ଟ୍ରପତି ସିଧାସଳଖ କଟକ ଅଭିମୁଖେ ଯାଇ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିର ମାଲ୍ୟାର୍ପଣ କରିଛନ୍ତି । ଆଜି ନେତାଜୀଙ୍କ ୧୨୯ ତମ ଜନ୍ମଜୟନ୍ତୀ ଉପଲକ୍ଷେ ପୁଷ୍ପମାଲ୍ୟ ଅର୍ପଣ କଲେ ଉପରାଷ୍ଟ୍ରପତି । ନେତାଜୀଙ୍କ ସଂଗ୍ରହାଳୟ ପରିଦର୍ଶନ କରୁଛନ୍ତି ଉପରାଷ୍ଟ୍ରପତି । ଉପରାଷ୍ଟ୍ରପତିଙ୍କ ସହ ଅଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବ, ପ୍ରଥମ ଥର ପାଇଁ ଓଡ଼ିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ।
More From
-
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ଭାରତୀୟ ସେନାକୁ ସ୍ୱଦେଶୀ ପ୍ରହାର ଲାଇଟ୍ ମେସିନ୍ ଗନର ପ୍ରଥମ ବ୍ୟାଚ୍ ପ୍ରଦାନ କଲା ଆଦାନୀ ଡିଫେନ୍ସ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ






Click it and Unblock the Notifications