କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଗିରଫ କଲା ଭିଜିଲାନ୍ସ
ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ପିପିଲି ଓ ନୂଆପଡ଼ା ସମେତ ସୁଶାନ୍ତ ସେଠୀଙ୍କ ୮ଟି ଠିକଣାରେ ଗତକାଲି ଏକକାଳୀନ ଚଢ଼ଉ କରିଥିଲା ଭିଜିଲାନ୍ସ। ତାଙ୍କର ସଂପତ୍ତି ଆକଳନ କରିବା ପରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଗିରଫକରାଯାଇଥିବାର ସୂଚନା ରହିଛି।

ଖଡ଼ିଆଳର ଆର୍ ଆଣ୍ଡ ବିର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର, ପିପିଲି ଓ ନୂଆପଡ଼ା ସମେତ ସୁଶାନ୍ତ ସେଠୀଙ୍କ ୮ଟି ଠିକଣାରେ ଗତକାଲି ଏକକାଳୀନ ଚଢ଼ଉ କରିଥିଲା ଭିଜିଲାନ୍ସ। ତାଙ୍କର ସଂପତ୍ତି ଆକଳନ କରିବା ପରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କୁ ଗିରଫକରାଯାଇଥିବାର ସୂଚନା ରହିଛି। ସୂଚନାଯୋଗ୍ୟ, ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଭୁବନେଶ୍ୱରଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ୭ ଜଣ ଡିଏସଏସପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭୁବନେଶ୍ୱର, ପିପିଲି (ପୁରୀ), ଲିଙ୍ଗିପୁର, ଭୁବନେଶ୍ୱରର ୮ଟି ସ୍ଥାନରେ ଏକକାଳୀନ ଘର ଚଢ଼ଉ କରାଯାଇଥିଲା।












Click it and Unblock the Notifications