ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କୁ ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ

ମହାକାଳପଡ଼ା ତହସିଲଦାର ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରିଫ କଲା ଭିଜିଲାନ୍ସ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲ୍ ଶିବ ମଲ୍ଲିକକୁ ଗିରଫ କରିଛି ଭିଜିଲାନ୍ସ । ଚଢ଼ାଉ ବେଳେ ୪ଟି ବିଲଡିଂ, ୭ ଦାମୀ ପ୍ଲଟ, ୧୮ ଲକ୍ଷ ଟଙ୍କା ବ୍ୟାଙ୍କ ଜମା ଟଙ୍କା ସହ ପ୍ରାୟ ଦେଢ଼ ଲକ୍ଷ ଟଙ୍କାର କ୍ୟାସ୍ ଠାବ କରିଛି ଭିଜିଲାନ୍ସ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ ।

Vigilance

ଗତ ୨୪ ତାରିଖରେ ଗିରଫ କରି କୋର୍ଟ ଚାଲାଣ କରିଥିଲା ଭିଜିଲାନ୍ସ । ଆୟର ୧୯୦ ପ୍ରତିଶତ ଅଧିକ ସମ୍ପତ୍ତି ଠୁଳ କରିଛନ୍ତି ଶିବ ମଲ୍ଲିକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ କଟକ ଭିଜିଲାନ୍ସ ଥାନାରେ ରୁଜୁ ହୋଇଛି ମାମଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+