ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ପିଅନ ,୨୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ

ଭିଜିଲାନ୍ସ ଜାଲରେ ଗଜପତି ସିଡିଏମ୍‌ଓ କାର୍ଯ୍ୟାଳୟର ବରିଷ୍ଠ କିରାଣି ଜଗଦୀଶ ପଟ୍ଟନାୟକ ଓ ପିଅନ ନିରଞ୍ଜନ ନାୟକ। ୨୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜଗଦୀଶ ଓ ନିରଞ୍ଜନଙ୍କୁ ଧରିଲା ଭିଜିଲାନ୍ସ। ଜୁନିୟର ଡାକ୍ତର ପୋଷ୍ଟିଂ ପାଇଁ ନେଉଥିଲେ ଲାଞ୍ଚ।

odisha

ନିରଞ୍ଜନଙ୍କ ମାଧ୍ୟମରେ ଲାଞ୍ଚ ନେଉଥିଲେ ଜଗଦୀଶ। ସିଡିଏମ୍‌ଓ କାର୍ଯ୍ୟାଳୟ ଓ ଜଗଦୀଶଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଜାରି। ନିରଞ୍ଜନଙ୍କ ମଣ୍ଡଳଦେବୀସ୍ଥିତ ବାସଭବନରେ ବି ଭିଜିଲାନ୍ସର ଚଢ଼ାଉ ଜାରି ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+