Get Updates
Get notified of breaking news, exclusive insights, and must-see stories!

ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ

ଭିଜିଲାନ୍ସ ଜାଲରେ କଟକ ଜିଲ୍ଲା ବାରଙ୍ଗର ଅତିରିକ୍ତ ତହସିଲଦାର । ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ ଜାରି ରଖିଛି। ତହସିଲଙ୍କ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ୱର ବଡ଼ଗଡ଼ର ଗୋପାଳୁଣୀ ନଗରରେ ୩ ମହଲା କୋଠା , ବଡ଼ଗଡ଼ ବ୍ରିଟ୍ କଲୋନୀରେ ୩ ମହଲା ଓ ଖୋର୍ଦ୍ଧାର ସାନପଲ୍ଲାରେ ୨ ମହଲା କୋଠା ଠାବ ହୋଇଛି। ବେଆଇନ ସମ୍ପତ୍ତି ରଖିବା ଅଭିଯୋଗରେ ଭିଜିଲାନ୍ସ ଚଢାଉ ଜାରି ରଖିଛି। ୪ ଜଣ ଡିଏସ୍‌ପି, ୭ ଇନ୍ସପେକ୍ଟର, ଜଣେ ଏସ୍‌ଆଇ ଓ ୮ ଏଏସ୍‌ଆଇ ଚଢାଉରେ ସାମିଲ୍ ଅଛନ୍ତି।

Vigilance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+