ଭିଜିଲାନ୍ସ ଜାଲରେ ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ,ଏକକାଳୀନ ୧୦ଟି ସ୍ଥାନରେ ରେଡ୍
ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟିତ୍ଵରେ ଅନେକ ଦିନ ଧରି ରହି ଆସୁଥିବା ବେଳେ ତାଙ୍କ ନାମରେ ବିଭିନ୍ନ ସମୟରେ ଦୁର୍ନୀତିର ଅନେକ ଅଭିଯୋଗ ହୋଇ ଆସୁଥିଲା। ଶେଷରେ ଆଜି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର ଓଡ଼ିଶାର ୧୦ଟି ସ୍ଥାନରେ ଚଢାଉ ଚାଲିଛି। ଭୁବନେଶ୍ବର, ପୁରୀ, କଟକ, ଯାଜପୁର, କେନ୍ଦୁଝରରେ ଏକକାଳୀନ ରେଡ୍ ଜାରି ରହିଛି।

ବର୍ତ୍ତମାନ ଯାଏ ୩୬ଟି ଜାଗା, ୩ଟି ଫ୍ଲାଟ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି ।












Click it and Unblock the Notifications