Get Updates
Get notified of breaking news, exclusive insights, and must-see stories!

ଭିଜିଲାନ୍ସ ପଞ୍ଝାରେ ସବ୍ ରେଜିଷ୍ଟାର୍, ଏକକାଳୀନ 6 ସ୍ଥାନରେ ଚଢାଉ

ନୟାଗଡ଼: ଭିଜିଲାନ୍ସ ପଞ୍ଝାରେ ସବ୍ ରେଜିଷ୍ଟାର୍ । ନୟାଗଡ଼ ଜିଲ୍ଲା ସବରେଜିଷ୍ଟ୍ରାର୍ ଶାଶ୍ୱତ କୁମାର ପଟ୍ଟନାୟକଙ୍କ ବିରୋଧରେ ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍ ।

vigilance raid

ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଛଅଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଉଛି । ଭୁବନେଶ୍ୱରର ଭିଜିଲାନ୍ସ ସ୍ପେଶାଲ୍ ଜଜଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ 8 ଜଣ ଡିଏସପି, 6 ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ଉ ଚାଲିଛି ।

ନୟାଗଡ଼ର ଦେବୋତ୍ତର କଲୋନିରେ ଶ୍ରୀ ପଟ୍ଟନାୟକଙ୍କ ଭଡ଼ା ଘର, ନୟାଗଡ଼ରେ ତାଙ୍କ କାର୍ଯ୍ୟାଳୟ, କେନ୍ଦ୍ରାପଡ଼ା ଜିଲ୍ଲା ତଳବରଙ୍ଗାଠାରେ ଥିବା ଶ୍ରୀ ପଟ୍ଟନାୟକଙ୍କ ଘର, ତଳଗାଁରେ ଥିବ‌ା ପୈତୃକ ଘର, ପେଣ୍ଠ ଓ ଦଳନ୍ତ ଗାଁରେ ଥିବା ସଂପର୍କୀୟଙ୍କ ଘରେ ଏକକାଳୀନ ଚଢ଼ଉ ଜାରି ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+