IFS ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ।

ଭୁବନେଶ୍ୱର: IFS ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ।

ଭିଜିଲାନ୍ସ ଚଢ଼ାଉ

ଓଡ଼ିଶା ସମେତ ମହାରାଷ୍ଟ୍ର ଓ ବିହାରରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । କେନ୍ଦ୍ରୀୟ ସଂସ୍ଥାର ସୂଚନା କ୍ରମେ ଭିଜିଲାନ୍ସ ଚଢ଼ାଉର ସୂଚନା । ତେବେ ୧୯୮୭ ବ୍ୟାଚ୍‌ର IFS ଅଭୟ ଅତିରିକ୍ତ PCCF ଅଛନ୍ତି । ଓଡ଼ିଶାର ୪ଟି, ମହାରାଷ୍ଟ୍ରର ୩ଟି ଓ ବିହାରର ୩ଟି ସ୍ଥାନରେ ଚଢ଼ାଉ ହୋଇଥିବାସୂଚନା ରହିଛି । ଲକଡାଉନ ସମୟରେ ବିଭିନ୍ନ ସ୍ଥାନକୁ ଚାଟାର୍ଡ ପ୍ଲାଇଟରେ ଯାଇଥିଲେ ଅଭୟକାନ୍ତ । ଭୁବନେଶ୍ବରରୁ ପୁଣେ, ଭୁବନେଶ୍ବରରୁ ମହାରାଷ୍ଟ୍ର ଯାଇଥିଲେ ଅଭୟକାନ୍ତ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+