ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍

ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଛି। ଭବାନୀପାଟଣା ରେଞ୍ଜ ଭଟାଙ୍ଗପଦର ସେକ୍ସନ ଦାୟିତ୍ଵରେ ଅଛନ୍ତି ବାବୁ। ସକାଳ ୬ଟାରୁ ଏକକାଳୀନ ରେଡ୍‌ କରୁଛି ଭିଜିଲାନ୍ସର ୩ଟି ଟିମ୍। ଦେଉଣ୍ଡି ଗାଁ ପୈତୃକ ଘର, ଭବାନୀପାଟଣା ସ୍ଥିତ ବାସଭବନରେ ରେଡ୍ ଚାଲିଛି । ଭଟାଙ୍ଗପଦର ସ୍ଥିତ କାର୍ଯ୍ୟାଳୟରେ ମଧ୍ୟ ଚଢାଉ କରିଛି ଭିଜିଲାନ୍ସ।

Vigilance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+