Get Updates
Get notified of breaking news, exclusive insights, and must-see stories!

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

Odisha News: ସହକାରୀ ନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଚଢାଉ କରିଥିବା ନେଇ ସୂଚନା । ଏକ କାଳୀନ ୯ଟି ସ୍ଥାନରେ ରେଡ୍ କରାଯାଉଛି । ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣାର ୯ ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।

Vigilance raid

ଆଠମଲ୍ଲିକ ବ୍ଲକରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି ରାମଚନ୍ଦ୍ର ଶତପଥୀ । ଆଜି ତାଙ୍କ କାର୍ଯ୍ୟାଳୟ ସହ ବାସଭବନରେ ଏକକାଳୀନ ଚଢାଉ କରାଯାଉଛି । ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ, ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଏବଂ କଟକରେ ରେଡ୍ କରାଯାଇଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+