ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ୭ଟି ସ୍ଥାନରେ ରେଡ୍

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର । ଭୁବନେଶ୍ବର ଜଳଯୋଗାଣ ଓ ସ୍ବରେଜ୍ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଘରେ ଭିଜିଲାନ୍ସ ଚଢାଉ। ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ରେଡ୍‌ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ୍ । ଖୋର୍ଦ୍ଧା, ଭୁବନେଶ୍ବର ଘର ସମେତ କଟକର ସଂପର୍କୀୟଙ୍କ ଘରେ ରେଡ୍ ।

Vigilance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+