ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍, ଘର ସମେତ ୫ଟି ସ୍ଥାନରେ ରେଡ୍
ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ । ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି । ଏକାସାଙ୍ଗେ ୫ଟି ସ୍ଥାନରେ ଚାଲିଛି ରେଡ୍ । ଏହି ଚଢାଉରେ ବିଭିନ୍ନ କାଗଜପତ୍ର ଜବତ ହୋଇଥିବା ସୂଚନା ମିଳିଛି ।

ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଚଢାଉ ହୋଇଛି । ଶନିବାର ସକାଳୁ ସକାଳୁ ଭିଜିଲାନ୍ସର ଏକାଧିକ ଟିମ୍ ପକ୍ଷରୁ ୫ଟି ସ୍ଥାନରେ ଚାଲିଛି ଚଢାଉ । ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସଭବନ ଓ ସରକାରୀ କାର୍ଯ୍ୟାଳୟ ରହିଛି । ତେବେ ଏହି ଚଢାଉରେ ଭିଜିଲାନ୍ସକୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।
More From
-
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ







Click it and Unblock the Notifications