ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବିଜୟ ପାଲ ସିଂ ତୋମାରଙ୍କ ସୂଚନା; କହିଲେ ...

ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବଡ଼ ସୂଚନା। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ସୂଚନା । ଏହି ମାସରେ ବହୁତ କିଛି ହେବାକୁ ଯାଉଛି କହିଲେ।

ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସୁଛନ୍ତି । ଯେତେବେଳେ ମୋଦି ଓଡିଶା ଗସ୍ତରେ ଆସନ୍ତି କିଛି ଦେଇକରି ଯାଇଥାନ୍ତି ବୋଲି କହିଲେ ତୋମାର ।

Vijay Pal Singh Tomar
ପ୍ରଧାନମନ୍ତ୍ରୀଙ୍କ ଫୋକସ୍‌ରେ ସବୁବେଳେ ଯୁବ ବର୍ଗ, ଏହା ତାଙ୍କର ପ୍ରାଥମିକତା ବୋଲି କହିଲେ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+