ବିକ୍ରମ ପଣ୍ଡା ହତ୍ୟା ମାମଲା; ଆସନ୍ତା ୧୨ରେ ବିକ୍ରମ ଓ ଅନ୍ୟ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନର ଶୁଣାଣି

ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସହିତ ଅନ୍ୟ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ ରହିଛି । ବିଜେଡି ନେତା ମଦନ ଦଳେଇ, ସହଯୋଗୀ ଶୂନ୍ୟ ଚନ୍ଦ୍ର ଦାସ, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓ ସୁନୀଲ ହୋତାଙ୍କ ଜାମିନ ଆବେଦନ ଶୁଣାଣି ଶେଷ ହୋଇ ରାୟ ସଂରକ୍ଷିତ ରଖିଛିଛନ୍ତି ଜିଲ୍ଲାଦୌରା ଜଜ୍‌ କୋର୍ଟ । ଆସନ୍ତା ୧୨ତାରିଖରେ ଜାମିନ ଆବେଦନର ଶୁଣାଣି ହେବ ।

Vikram Panda murder case

କେସ୍କୁ ଜିଲ୍ଲାଦୌରା ଜଜ୍‌ କୋର୍ଟରୁ ଏଡିଜେ-୩କୁ ମାମଲା ସ୍ଥାନାନ୍ତରିତ କରାଯାଇଛି । ଏନେଇ ବିକ୍ରମ ପଣ୍ଡାଙ୍କ ଓକିଲ ଦୀପକ ପଟ୍ଟନାୟକ ସୂଚନା ଦେଇଛନ୍ତି । ଅନ୍ୟପଟେ ପୁଲିସ କୋର୍ଟରେ କେସ୍‌ ଡାଏରୀ ଦାଖଲ କରିଛି । ଗତ ଅକ୍ଟୋବର କୁମାର ପୂ୍‌ର୍ଣିମା ରାତିରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ମାମଲାରେ ପୁଲିସ ବିକ୍ରମ ପଣ୍ଡାଙ୍କ ସହି ୧୬ଜଣଙ୍କୁ ଗିରଫ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+