ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ବୀର ବିକ୍ରମ ଯାଦବ

ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବୀର ବିକ୍ରମ ଯାଦବ । ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ।

ପୁରୀ: ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବୀର ବିକ୍ରମ ଯାଦବ । ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ଶ୍ରୀମନ୍ଦିର ଯାଇ ପ୍ରଥମେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ସେଠାରେ ଭିଭି ଯାଦବ ଶ୍ରୀମନ୍ଦିରର ବିଭିନ୍ନ ଦେବାଦେବୀ ମନ୍ଦିର ବୁଲିଥିଲେ । ଏହାପରେ ସେ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଯାଇ ଦାୟିତ୍ୱ ଗ୍ରହଣ କରିଥିଲେ ।

Vir Vikram Yadav

୧୯୯୬ ବ୍ୟାଚ୍ IAS ବୀର ବିକ୍ରମ ଯାଦବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ପୂର୍ତ୍ତ ସଚିବ ଭାବେ ମଧ୍ୟ ଅବସ୍ଥାପିତ ହୋଇଛନ୍ତି ବୀର ବିକ୍ରମ ଯାଦବ । ପୂର୍ବରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଥିଲେ ଭି ଭି ଯାଦବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+