କୁଆପଥର ମାଡ଼; ଭୁବନେଶ୍ୱର ଏୟାରପୋର୍ଟରେ ଭିସ୍ତାରା ବିମାନର ଜରୁରୀ ଅବତରଣ
ଭୁବନେଶ୍ୱର: କୁଆପଥର ମାଡ଼ । ବିମାନର ଜରୁରୀ ଅବତରଣ । ଭୁବନେଶ୍ୱର ଏୟାରପୋର୍ଟରେ ଭିସ୍ତାରା ବିମାନର ଜରୁରୀ ଅବତରଣ। ଭୁବନେଶ୍ୱରରୁ ଦିଲ୍ଲୀ ଅଭିମୁଖେ ଉଡ଼ାଣ ଭରିଥିଲା ବିମାନ। ଟେକଅପ୍ କରିବାର ୧୦ ମିନିଟ ପରେ ଜରୁରୀ ଅବତରଣ । କୁଆପଥର ମାଡ଼ ଯୋଗୁଁ ୱିଣ୍ଡସିଲ୍ ଭାଙ୍ଗିବାରୁ ଜରୁରୀ ଅବତରଣ ।

ବିମାନରେ ୧୭୦ ଯାତ୍ରୀ ଥିଲେ, ସମସ୍ତେ ସୁରକ୍ଷିତ ସୂଚନା। ସୂଚନା ଦେଲେ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ।












Click it and Unblock the Notifications