ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ସତର୍କ ସୂଚନା

ଆଗାମୀ ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ସତର୍କ ସୂଚନା ଜାରି । ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ।

rain

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ରାଜଧାନୀ ଭୁବନେଶ୍ବରରେ ମଧ୍ଯ ପ୍ରବଳ ବର୍ଷା ହେବ ।

ସେହିପରି କଟକରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି କରାଯାଇଛି। ବର୍ଷା ସମୟରେ ବଜ୍ରପାତର ଆଶଙ୍କା ଥ‌ିବାରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+