୧୬ଟି ଗେଟ୍‌ ହୀରାକୁଦର ଜଳଭଣ୍ଡାରରୁ ନିଷ୍କାସନ ହେଉଛି ପାଣି

ହୀରାକୁଦର ଜଳଭଣ୍ଡାରର ୧୬ଟି ଗେଟ୍‌ ଖୋଲା । ଏବେ ୧୬ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ହୀରାକୁଦ ଡ୍ୟାମ୍‌ ବାମପଟର ୧୧ ଗେଟ୍‌ ଖୋଲା ରହିଛି । ଡାହାଣ ପଟର ୫ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି। ଏବେ ହୀରାକୁଦ ଜଳସ୍ତର ୬୦୬ ଦଶମିକ ୨୩ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ୨ ଲକ୍ଷ ୨୯ ହଜାର ୧୦ କ୍ୟୁସେକ୍ ଜଳ ପ୍ରବେଶ ।

Hirakud reservoir

ପ୍ରତି ସେକେଣ୍ଡରେ ୨ ଲକ୍ଷ ୬୯ ହଜାର ୮୩୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି। ସ୍ପିଲ୍‌ୱେ ପାଇଁ ଯାଉଛି ୨ ଲକ୍ଷ ୩୨ ହଜାର ୮୯୬ କ୍ୟୁସେକ୍ ପାଣି । ପାୱାର ଚ୍ୟାନେଲ ପାଇଁ ଛଡ଼ାଯାଉଛି ୩୩ ହଜାର ୭୦୮ କ୍ୟୁସେକ୍ ପାଣି।
ହୀରାକୁଦରେ ୬୪ ସ୍ଲୁଇସ୍ ଓ ୩୪ କ୍ରେଷ୍ଟ ଗେଟକୁ ମିଶାଇ ୯୮ଟି ଗେଟ୍ ରହିଛି। ହୀରାକୁଦ ଡ୍ୟାମର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+