ହୀରାକୁଦ ଜଳଭଣ୍ଡାରରେ କ୍ରାଷ୍ଟ ଗେଟ୍ ଦେଇ ପାଣି ଲିକ୍‌

ଉଛୁଳୁଛି ହୀରାକୁଦ। କ୍ରାଷ୍ଟ ଗେଟ୍ ଦେଇ ହେଉଛି ପାଣି ଲିକ୍‌। ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୬୩୦ଫୁଟ ପାଣି ରହିଥିବାବେଳେ ସମସ୍ତ ଗେଟ୍ ବନ୍ଦ ଅଛି । ଫଳରେ ଉପରୁ ପାଣି ଉଛୁଳୁଛି ।

hirakud dom

ଆଉଟ ଫ୍ଲୋ' ଓ ଇନ୍-ଫ୍ଲୋ' ସମାନ ରହିଥିବାବେଳେ ପାଣି ଉଛୁଳୁଥିବା ପ୍ରଥମ କରି ଦେଖିବାକୁ ମିଳିଛି । ବର୍ତ୍ତମାନ ଉପରମୁଣ୍ଡରୁ ୪୧ ହଜାର କ୍ୟୁସେକ୍ ପାଣି ଆସୁଥିବାବେଳେ ସମସ୍ତ ଗେଟ୍ ବନ୍ଦ ଫଳରେ ପାଣି ଉଛୁଳୁଥିବା କୁହାଯାଉଛି । ହେଲେ ଏହା ପବନ ଯୋଗୁଁ ଏମିତି ହୋଇଥିବା କହିଛନ୍ତି ମୁଖ୍ୟଯନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+