ହୀରାକୁଦରେ ବଢୁଛି ଜଳସ୍ତର, ସବୁ ଗେଟ୍ ଖୋଲିଦେଲା କଲମା ବ୍ୟାରେଜ୍
ଭୁବନେଶ୍ୱର: ଉପର ମୁଣ୍ଡରେ ବର୍ଷା ପରେ ସହଜରେ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ଏହି ସମୟରେ ଛତିଶଗଡ଼ କଲମା ବ୍ୟାରେଜ ସମସ୍ତ ଗେଟ୍ ଖୋଲିଦେବାରୁ ହୀରାକୁଦରେ ବର୍ଷାପାଣି ପ୍ରବେଶ କରିଛି ।

ବର୍ଷା ଜଳ ଅଧିକ ହେବାରୁ ସମ୍ଭାଳି ନପାରି ଏହାର ସମସ୍ତ 66 ଟି ଗେଟ୍ ଖୋଲିଦେଇଛି ଛତିଶଗଡ଼ କଲମା ବ୍ୟାରେଜ । ଫଳରେ ହୀରାକୁଦରେ ବର୍ଷା ପାଣି ପଶିବା ଆରମ୍ଭ ହୋଇଛି । ଏହା ପରେ ହୀରାକୁଦର ଜଳସ୍ତର ବୃଦ୍ଧି ପାଉଛି ।
ସୂଚନା ଅନୁଯାୟୀ, ଦିନ 12 ଟା ସୁଦ୍ଧା ହୀରାକୁଦ ଜଳସ୍ତର 603.67 ଫୁଟ୍ ରହିଛି । ଏବେ ହୀରାକୁଦ ଜଳଭଣ୍ଡାରକୁ 79 ହଜାର 262 କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିଭଳି 29 ହଜାର 772 କ୍ୟୁସେକ ଜଳ ନିଷ୍କାସିତ ହେଉଛି ।
ହୀରାକୁଦ ଜଳଭଣ୍ଡାରର ମୋଟ ଜଳ ଧାରଣ କ୍ଷମତା 630 ଫୁଟ ରହିଛି । ଉପରମୁଣ୍ଡରେ ଯଦି ଏଭଳି ଲଗାତାର ବର୍ଷା ହୁଏ, ତେବେ ଖୁବ ଶୀଘ୍ର ହୀରାକୁଦ ଚଳିତବର୍ଷର ପ୍ରଥମ ବନ୍ୟା ଜଳ ଛାଡ଼ିବ ।
More From
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications