ମହାନଦୀରେ ଜଳସ୍ତର ବଢ଼ିବ, ବନ୍ୟା ଆସିବନି’, ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢ଼ୀ
ଗତ ୩ ମାସରେ ବୈତରଣୀରେ ତୃତୀୟ ଥର ପାଇଁ ବନ୍ୟା ଆସିଛି। ସୂଚନା ଦେଲେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ର ଶେଖର ପାଢ଼ୀ। ୧୪ ବ୍ଲକ୍ରେ ୧୦୦ ମିମିରୁ ଅଧିକ, ୪୨ ବ୍ଲକ୍ରେ ୫୦ ମିମିରୁ ଅଧିକ ବର୍ଷା ହୋଇଛି' ।













Click it and Unblock the Notifications