ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲାଗୁ, କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି। ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍‌ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ।
ପାଇପ୍ ଲାଇନ୍ କରିଡର୍ ପାଇଁ ROW ଅନୁମତି ପାଇଁ ଜାରି ହୋଇଛି SOP । ବିଭାଗୀୟ ଅଧିକାରୀ ପ୍ରସ୍ତାବଟି ଯାଞ୍ଚ କରିବା ସହ କ୍ଷେତ୍ର ପରିଦର୍ଶନ କରିବେ ।
ରାସ୍ତାରେ DoWR ସମ୍ପତ୍ତି ସମେତ ସମସ୍ତ ଜଳଭଣ୍ଡାର କ୍ରସିଂ ଯାଞ୍ଚ କରାଯିବ।

Water Resources Department issues
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+