ଆମେ ଜଗନ୍ନାଥ ପ୍ରଦେଶର ଲୋକ, ଅସ୍ମିତା ରକ୍ଷା ଆମର ମୂଳ ଲକ୍ଷ୍ୟ’ ପୁଣି ବିଜେଡିକୁ ଦେବାଶିଷଙ୍କ ବାଣ

ବିଜେଡିର ପରାଜୟ ନେଇ ସୋସିଆଲ୍‌ ମିଡିଆରେ ଦେବାଶିଷଙ୍କ ପ୍ରତିକ୍ରିୟା । ପୁଣି ତେରେଛା ବାଣ ମାରିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । କହିଲେ ଓଡ଼ିଆ ଅସ୍ମିତା' ପାଇଁ ବିଜେଡି ହାରିଲା ଲେଖି ପୋଷ୍ଟ କଲେ । ଆମେ ଜଗନ୍ନାଥ ପ୍ରଦେଶର ଲୋକ, ଅସ୍ମିତା ରକ୍ଷା ଆମର ମୂଳ ଲକ୍ଷ୍ୟ' ।

Debashis

ବିଜେଡିରେ ଯୋଗଦେଇ ପଦ ପାଇଥିବା କିଛି ନୂତନ ନେତାଙ୍କୁ କଟାକ୍ଷ କଲେ । ସେମାନେ ନା ଏ ଦଳର ଇତିହାସ ଜାଣିଛନ୍ତି, ନା ନବୀନ ବାବୁଙ୍କ । ନା ବିଜୁ ବାବୁଙ୍କ ଆଦର୍ଶ ଜାଣିଛନ୍ତି ।'ସେମାନେ ଆଉ କାହାର ଇଶାରାରେ ପରିଚାଳିତ' । ସ୍ବାଭିମାନ ନଥିବା ସ୍ବାର୍ଥବାଦୀଙ୍କ ସମ୍ପର୍କରେ ଏତିକି କୁହାଯାଇପାରେ । ନା ସେମାନେ ଦଳର ନା ଓଡ଼ିଶାର, ନା ନବୀନ ପଟ୍ଟନାୟକଙ୍କର' ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+