Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ଶୀତ ବଢିବ: ଆସନ୍ତା ୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଆଗାମୀ ୨୪ ଘଣ୍ଟା ଯାଏଁ ଓଡିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟା ଯାଏଁ ଓଡିଶାର ୧୬ ଜିଲ୍ଲାକୁ ସମ୍ଭାବ୍ୟ ଶୀତଲହରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ , କେନ୍ଦୁଝର, ମୟୁରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡା ଏବଂ ନବରଙ୍ଗପୁର ଜିଲ୍ଲାରେ କିଛି କିଛି ସ୍ଥାନରେ ଶୀତ ଲହରୀ ଅନୁଭୂତ ହେବାର ସମ୍ଭାବନା ରହିଛି ।

Weather Forecast
odia.oneindia.com
Weather Forecast

ସର୍ବନିମ୍ନ ତାପମାତ୍ରା (ରାତ୍ରି ତାପମାତ୍ରାରେ)ରେ ଆଗାମୀ ୨ ରୁ ୩ ଦିନ ଯାଏଁ କୌଣସି ପରିବର୍ତ୍ତନର ସମ୍ଭାବନା ନାହିଁ, ଏହି ତାପମାତ୍ରା ଆଗାମୀ ୨ରୁ ୩ ଦିନ ଯାଏଁ ଓଡ଼ିଶାର ଜିଲ୍ଲାଗୁଡିକ ଅନେକ ଅଞ୍ଚଳରେ ସ୍ୱାଭାବିକ ତାପମାତ୍ରା ଠାରୁ ୩ ରୁ ୫ ଡିଗ୍ରୀ ସେଲସିଅସ ଯାଏଁ କମ ରହିବାର ସମ୍ଭାବନା ଥିବାବେଳେ, ପରବର୍ତ୍ତୀ ସମୟରେ ଏହା ଓଡ଼ିଶାର ଜିଲ୍ଲାଗୁଡିକରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+